• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Monday 08 May 2023

ଧନିଷ୍ଠା- ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ଶତଭିଷା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।

ପୂ, ଭାଦ୍ରପଦ- ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :