• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Pisces

ମୀନ

Monday 08 May 2023

ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।

ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :