• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Monday 08 May 2023

ମୃଗଶିରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ

ଆଦ୍ରା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ

ପୁନର୍ବସୁ- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :