• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Monday 08 May 2023

ମଘା- ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ

ପୂ- ଫାଲ୍‌ଗୁନୀ- ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।

ଉ- ଫାଲ୍‌ଗୁନୀ- ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟର ଆଶା କରିପାରନ୍ତି

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :