• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Monday 08 May 2023

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ

ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :