• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Monday 08 May 2023

ଚିତ୍ରା- ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ

ସ୍ୱାତୀ- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ରୀଡାକ୍ଷେତ୍ରରେ ଭଲ ସଫଳତା ପାଇବେ

ବିଶାଖା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :