• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Monday 08 May 2023

ବିଶାଖା – ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :