• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର – ବିଛା ସନ୍ଧ୍ୟା ୦୭.୦୯ ଗତେ ଧନୁ ,ତିଥି – ୩ୟା ସନ୍ଧ୍ୟା ୦୬.୧୯ ଗତେ ଚତୁର୍ଥୀ । ଘାତ ଚନ୍ଦ୍ର – ସନ୍ଧ୍ୟା ୦୭.୦୯ ଗତେ ତୁଳା, କୁମ୍ଭ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Monday 08 May 2023

ଉ , ଷାଢା - ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ଶ୍ରବଣା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଧନିଷ୍ଠା – ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ

ପ୍ରତିକାର – ମାଆ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :