• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Aries

ମେଷ

Tuesday 08 Nov 2022

ଅଶ୍ୱନୀ – ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ ।

ଦ୍ୱିଜା – ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ ।

କୃତିକା – ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ମହିଳା ମାନେ କିଛି ନୂଆ କାର୍ଯ୍ୟ କରିବେ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :