• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Taurus

ବୃଷ

Tuesday 08 Nov 2022

କୃତିକା - ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

ରୋହିଣୀ – ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।

ମୃଗଶିରା – ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :