• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Pisces

ମୀନ

Tuesday 08 Nov 2022

ପୂ , ଭାଦ୍ରପଦ - ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।

ଉ , ଭଦ୍ରପଦ - ଉଚ୍ଚଧିକାରୀ ଓ ବରିଷ୍ଟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଂଶସା ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ

ରେବତୀ – ପୈତୃକ ସମ୍ପତି ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ମହିଳା ମାନେ ସବୁକାର୍ଯ୍ୟରେ ଅବେହେଳା କରିବେ ।

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :