• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Gemini

ମିଥୁନ

Tuesday 08 Nov 2022

ମୃଗଶିରା - ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶକ୍ଷଙ୍କର ସମ୍ମାନିତ ହେବେ

ଆଦ୍ରା - କାର୍ଯ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ ।

ପୁନର୍ବସୁ - ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିିଁ । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :