• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Cancer

କର୍କଟ

Tuesday 08 Nov 2022

ପୁନର୍ବସୁ – ଦୁଶ୍ଚିନ୍ତା ଦୂର ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ ।

ପୁଷ୍ୟା – ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।

ଅଶ୍ଳେଷା - ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ ।

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :