• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Virgo

କନ୍ୟା

Tuesday 08 Nov 2022

ଉ , ଫାଲଗୁନୀ – ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରିବେ ।

ହସ୍ତା – ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ ।

ଚିତ୍ରା – କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :