• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Libra

ତୁଳା

Tuesday 08 Nov 2022

ଚିତ୍ରା – ମାଆଙ୍କର ସ୍ୱାସ୍ୟ ଖରାପ ହେବା କାରଣରୁ ମାନସିକ ଚିନ୍ତା ଲାଗିରହିବ । କୈାଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ ।

ସ୍ୱାତୀ – ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ବାଣିଜ୍ୟ କାରବାରରେ ଉତ୍ସାହଉଦ୍ଦିପନା ଯୁକ୍ତ ହେବ

ବିଶାଖା – ପୈତୃକ ସମ୍ପତିର ସମସ୍ୟା ସମାଧାନ ହେବ । ମହିଳା ମାନେ କରିଥିବା ଭୁଲ୍ ପାଇଁ ଚିନ୍ତାରେ ରହିବେ ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :