• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ହଠାତ୍ ଖୁସି ଖବର ପାଇବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ପୂର୍ଣ୍ଣିମା ଦିବା ୦୪/୩୨ ଗତେ ପ୍ରତିପଦ ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମକର ପୁଷ୍କର ଦୋଷ - ୧ ପାଦ କୃଷିହାନି- ଭୂମିଦାନ ରାତ୍ରି ୦୧/୩୯ ଗତେ ୨ପାଦ

Sagittarius

ଧନୁ

Tuesday 08 Nov 2022

ମୂଳା – ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ

ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ଉ , ଷାଢା – ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ । ମହିଳା ମାନେ ଚାକିରିର ସୁଯୋଗ ପାଇବେ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :