Daily Horoscope 8th November 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1731034898-370777.jpg)
ସୌର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି-୭ମୀ ରାତ୍ରି ୧୧.୫୬ ଗତେ ୮ମୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ରାତ୍ରି ୧୧.୫୬ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
