• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆକସ୍ମିକ ଧନ ଲାଭର ସୂଚନା ମିଳିବ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର ଚନ୍ଦ୍ର – କୁମ୍ଭ ରାଶିର ଘାତ ଚନ୍ଦ୍ର- ମିଥୁନ, ମୀନ ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ପାଦ ସନ୍ଧ୍ୟା ୦୫/୦୮ ଗତେ ୧ ପାଦ, କୃଷି-ସମ୍ପଦନାଶ- ଭୂମି-ତିଳକାଞନ ଦାନ

Pisces

ମୀନ

Saturday 08 Oct 2022

ପୂ , ଭାଦ୍ରପଦ - ଭବିଷ୍ୟତରେ ଆୟର ପନ୍ଥା ସୁଦୃଢ ହେବ

ଉ , ଭଦ୍ରପଦ - ମହିଳା ମାନେ ଧର୍ମ କାର୍ଯ୍ୟରେ ରୁଚି ବଢାଇବେ

ରେବତୀ – ଆତ୍ମ ବଳ ଦୃଢ ହେବ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :