• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୪.୦୭ ଗତେ ଧନୁ, ତିଥି- ୫ମୀ ଦିବା ୧୧.୧୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ରାତ୍ରି ୦୪.୦୭ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 08 Oct 2024

ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର‌୍ୟ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।

କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।

ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :