• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୪.୦୭ ଗତେ ଧନୁ, ତିଥି- ୫ମୀ ଦିବା ୧୧.୧୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ରାତ୍ରି ୦୪.୦୭ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Tuesday 08 Oct 2024

କୃତିକା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ ।

ରୋହିଣୀ- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ ।

ମୃଗଶିରା-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :