• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୪.୦୭ ଗତେ ଧନୁ, ତିଥି- ୫ମୀ ଦିବା ୧୧.୧୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ରାତ୍ରି ୦୪.୦୭ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 08 Oct 2024

ମୃଗଶିରା- ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ।

ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।

ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳା ମାନଙ୍କ ଦିନ ଭଲରେ କଟିବ

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :