• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୪.୦୭ ଗତେ ଧନୁ, ତିଥି- ୫ମୀ ଦିବା ୧୧.୧୮ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ରାତ୍ରି ୦୪.୦୭ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 08 Oct 2024

ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :