• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପଦୋନ୍ନତି ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର ତିଥି – ୧୩ ଶୀ ରାତ୍ରି ୦୯/୦୩ ଗତେ ୧୪ଶୀ ଚନ୍ଦ୍ର – ମକର ରାତ୍ରି ୧୨/୩୯ ଗତେ କୁମ୍ଭ ଘାତ ଚନ୍ଦ୍ର- ସିଂହ ରାଶିର , ରାତ୍ରି ୧୨/୩୯ ଗତେ ମିଥୁନ ଓ ମୀନ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –ନାସ୍ତି

Taurus

ବୃଷ

Thursday 08 Sep 2022

କୃତିକା –ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତୁପକ୍ଷ ଖୁସି ହେବେ

ରୋହିଣୀ – ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ

ମୃଗଶିରା – ସମାଜ ସେବାରେ ମନ ବଳାଇବେ

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :