Daily Horoscope 8th September 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପଦୋନ୍ନତି ମିଳିବ
/odishatv-khabar/media/media_files/uploadimage/library/16_9/16_9_0/IMAGE_1662607563-345313.jpg)
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର ତିଥି – ୧୩ ଶୀ ରାତ୍ରି ୦୯/୦୩ ଗତେ ୧୪ଶୀ ଚନ୍ଦ୍ର – ମକର ରାତ୍ରି ୧୨/୩୯ ଗତେ କୁମ୍ଭ ଘାତ ଚନ୍ଦ୍ର- ସିଂହ ରାଶିର , ରାତ୍ରି ୧୨/୩୯ ଗତେ ମିଥୁନ ଓ ମୀନ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –ନାସ୍ତି
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
