ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର ତିଥି – ୧୩ ଶୀ ରାତ୍ରି ୦୯/୦୩ ଗତେ ୧୪ଶୀ ଚନ୍ଦ୍ର – ମକର ରାତ୍ରି ୧୨/୩୯ ଗତେ କୁମ୍ଭ ଘାତ ଚନ୍ଦ୍ର- ସିଂହ ରାଶିର , ରାତ୍ରି ୧୨/୩୯ ଗତେ ମିଥୁନ ଓ ମୀନ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –ନାସ୍ତି
ପୁନର୍ବସୁ - ସମସ୍ତଙ୍କ ପ୍ରତି ଆପଣଙ୍କର ବ୍ୟବହାର ଭଲ ରହିବ
ପୁଷ୍ୟା – ରଚନାତ୍ମକ କାର୍ଯ୍ୟ ଲାଗି ସମୟ ଦେଇ ପାରନ୍ତି
ଅଶ୍ଳେଷା - ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨