• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପଦୋନ୍ନତି ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର ତିଥି – ୧୩ ଶୀ ରାତ୍ରି ୦୯/୦୩ ଗତେ ୧୪ଶୀ ଚନ୍ଦ୍ର – ମକର ରାତ୍ରି ୧୨/୩୯ ଗତେ କୁମ୍ଭ ଘାତ ଚନ୍ଦ୍ର- ସିଂହ ରାଶିର , ରାତ୍ରି ୧୨/୩୯ ଗତେ ମିଥୁନ ଓ ମୀନ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –ନାସ୍ତି

Virgo

କନ୍ୟା

Thursday 08 Sep 2022

ଉ , ଫାଲଗୁନୀ – ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ

ହସ୍ତା – ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ

ଚିତ୍ରା – ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ

ପ୍ରତିକାର - ଲାଲ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :