• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପଦୋନ୍ନତି ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର ତିଥି – ୧୩ ଶୀ ରାତ୍ରି ୦୯/୦୩ ଗତେ ୧୪ଶୀ ଚନ୍ଦ୍ର – ମକର ରାତ୍ରି ୧୨/୩୯ ଗତେ କୁମ୍ଭ ଘାତ ଚନ୍ଦ୍ର- ସିଂହ ରାଶିର , ରାତ୍ରି ୧୨/୩୯ ଗତେ ମିଥୁନ ଓ ମୀନ ରାଶିର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –ନାସ୍ତି

Scorpio

ବିଛା

Thursday 08 Sep 2022

ବିଶାଖା – ସାଧୁ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି

ଅନୁରାଧା –ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ

ଜ୍ୟେଷ୍ଠା – ଅର୍ଥ ଲାଭ ସାଙ୍ଗକୁ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ

ପ୍ରତିକାର – ବଗଳା ମୂଖିଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :