• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୮ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୫ମୀ ରାତ୍ରି ୦୭.୫୮ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୩୦ ଗତେ ୨ ପାଦ-କୃଷି-ବଂଶହାନି-ଭୂମି-ତିଳକାଞ୍ଚନ ଦାନ

Taurus

ବୃଷ

Sunday 08 Sep 2024

କୃତିକା- ସମ୍ପର୍କୀୟ ବନ୍ଧୁ ବ୍ୟବସାୟରେ ସାହାଯ୍ୟ ସହଯୋଗ କରିବେ । ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ। ସନ୍ତାନଙ୍କ ଦ୍ୱାରା ଗୌରବ ଅନୁଭବ କରିବେ ।

ରୋହିଣୀ- ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଅଫିସ୍ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି।

ମୃଗଶିରା- ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟାର୍ଥୀ ଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଯାନ ବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :