• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୮ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୫ମୀ ରାତ୍ରି ୦୭.୫୮ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୩୦ ଗତେ ୨ ପାଦ-କୃଷି-ବଂଶହାନି-ଭୂମି-ତିଳକାଞ୍ଚନ ଦାନ

Aquarius

କୁମ୍ଭ

Sunday 08 Sep 2024

ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।

ଶତଭିଷା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ପୂ, ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :