• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୮ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୫ମୀ ରାତ୍ରି ୦୭.୫୮ ଗତେ ୬ଷ୍ଠୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୩୦ ଗତେ ୨ ପାଦ-କୃଷି-ବଂଶହାନି-ଭୂମି-ତିଳକାଞ୍ଚନ ଦାନ

Libra

ତୁଳା

Sunday 08 Sep 2024

ଚିତ୍ରା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ

ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।

ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :