• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସମ୍ପତି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ପ୍ରାତଃ ୦୭.୩୨ ଗତେ ମେଷ,ତିଥି- ପ୍ରତିପଦ ରାତ୍ରି୦୮.୩୧ ଗତେ ୨ୟା,ଘାତଚନ୍ଦ୍ର-ଧନୁ ରାଶିର, ପ୍ରାତଃ ୦୭.୩୨ ଗତେ ମେଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ।

Aries

ମେଷ

Tuesday 09 Apr 2024

ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ ।

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର‌୍ୟ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।

କୃତିକା – ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।

ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :