• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସମ୍ପତି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ପ୍ରାତଃ ୦୭.୩୨ ଗତେ ମେଷ,ତିଥି- ପ୍ରତିପଦ ରାତ୍ରି୦୮.୩୧ ଗତେ ୨ୟା,ଘାତଚନ୍ଦ୍ର-ଧନୁ ରାଶିର, ପ୍ରାତଃ ୦୭.୩୨ ଗତେ ମେଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ।

Taurus

ବୃଷ

Tuesday 09 Apr 2024

କୃତିକା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।

ରୋହିଣୀ - ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ ମୃଗଶିରା- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :