• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସମ୍ପତି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ପ୍ରାତଃ ୦୭.୩୨ ଗତେ ମେଷ,ତିଥି- ପ୍ରତିପଦ ରାତ୍ରି୦୮.୩୧ ଗତେ ୨ୟା,ଘାତଚନ୍ଦ୍ର-ଧନୁ ରାଶିର, ପ୍ରାତଃ ୦୭.୩୨ ଗତେ ମେଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ।

Virgo

କନ୍ୟା

Tuesday 09 Apr 2024

ଉ- ଫାଲ୍‌ଗୁନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।

ହସ୍ତା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାର‌୍ୟ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ ।

ଚିତ୍ରା- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :