• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ସମ୍ପତି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ପ୍ରାତଃ ୦୭.୩୨ ଗତେ ମେଷ,ତିଥି- ପ୍ରତିପଦ ରାତ୍ରି୦୮.୩୧ ଗତେ ୨ୟା,ଘାତଚନ୍ଦ୍ର-ଧନୁ ରାଶିର, ପ୍ରାତଃ ୦୭.୩୨ ଗତେ ମେଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ।

Scorpio

ବିଛା

Tuesday 09 Apr 2024

ବିଶାଖା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।

ଅନୁରାଧା- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।

ଜ୍ୟୋଷ୍ଠା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :