• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Taurus

ବୃଷ

Friday 09 Aug 2024

କୃତିକା- ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ । ଆମଦାନୀ ବଢଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ ।

ରୋହିଣୀ- ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶରୁତି ରଖିପାରିବେ ନାହିଁ।

ମୃଗଶିରା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳାମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :