• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Aquarius

କୁମ୍ଭ

Friday 09 Aug 2024

ଧନିଷ୍ଠା- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ।

ଶତଭିଷା- ପରୋକ୍ଷ ଶତ୍ରୁତା ଲାଗି ରହି ପାରେ ସେଥିପ୍ରତି ସତର୍କ ରୁହନ୍ତୁ । ଛାତ୍ରଛାତ୍ରୀ ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି।

ପୂ,ଭାଦ୍ରପଦ- ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :