• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Pisces

ମୀନ

Friday 09 Aug 2024

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଆପଣ ବହୁତ୍ ଲାଭବାନ୍ ହେବ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ।

ରେବତୀ- କୋର୍ଟ କଚେରୀ ମାମଲାରେ ଅଶୁଭ ଖବର ମିଳିପାରେ । ରାଜନିତି କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ଭଲ ସଂମ୍ପର୍କ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚିଲା କଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :