• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Gemini

ମିଥୁନ

Friday 09 Aug 2024

ମୃଗଶିରା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ। ଆୟ ଅବ୍ୟହତ ହେବ।

ଆଦ୍ରା- ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ଅସୁବିଧାରେ ପକାଇପାରେ ।

ପୁନର୍ବସୁ- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରିପାରନ୍ତି।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :