• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Cancer

କର୍କଟ

Friday 09 Aug 2024

ପୁନର୍ବସୁ- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।

ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନସମ୍ମାନ ପାଇବେ ।

ଅଶ୍ଲେଷା- ମାଲିମକନ୍ଦମାର ଶୁଣାଣି ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :