• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Leo

ସିଂହ

Friday 09 Aug 2024

ମଘା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍।

ପୂ,ଫାଲଗୁନି- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ।

ଉ,ଫାଲଗୁନି- ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :