• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Virgo

କନ୍ୟା

Friday 09 Aug 2024

ଉ,ଫଳଗୁନି- ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ପ୍ରେମ ଜୀବନ ମଧୁରମୟ ରହିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ହସ୍ତା- ଛାତ୍ରଛାତ୍ରୀମାନେ ମାନସିକସ୍ତରରେ ଖୁସି ରହିବେ । କାର୍ଯ୍ୟ ବ୍ୟସ୍ତତା ଭିତରେ ସମୟ ବିତାଇବେ । ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ।

ଚିତ୍ରା- ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ ସମସ୍ୟା ଦେଖାଦେବ । ଘର ପାଇଁ ଆସବାବ କ୍ରୟ କରିବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘର ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :