• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Libra

ତୁଳା

Friday 09 Aug 2024

ଚିତ୍ରା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦ୍ୱରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ।

ସ୍ୱାତୀ- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳାମାନେ କାର୍ଯ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ।

ବିଶାଖା- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ବିଦ୍ୟାର୍ଥୀମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ।

ପ୍ରତିକାର- ମା’ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :