• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Scorpio

ବିଛା

Friday 09 Aug 2024

ବିଶାଖା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।

ଅନୁରାଧା- ପିତାମାତା ମାନେ ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

ଜ୍ୟେଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ବହୁତ ଦିନରୁ ପାଇବାକୁ ଆଶା ରଖିଥିବା ପ୍ରାପ୍ୟ ନ ପାଇ ନିରାଶ ହୋଇପାରନ୍ତି । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :