• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Sagittarius

ଧନୁ

Friday 09 Aug 2024

ମୂଳା- କର୍ମଜୀବୀ ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ।

ପୂ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ।

ଉ,ଷାଢା- ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳାମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ।

ପ୍ରତିକାର – ମା’ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :