• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Capricorn

ମକର

Friday 09 Aug 2024

ଉ,ଷାଢା- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯଥେଷ୍ଟ ଲାଭବାନ୍ ହେବ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ଶ୍ରବଣା- କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ନୂତନ ଘର ତିଆରି କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ।

ଧନିଷ୍ଠା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ପୂର୍ବ ବିବାଦର ସମାଧାନ ହେବା ସାଙ୍ଗକୁ ଟେନସନ୍ ମଧ୍ୟ କମିଯିବ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :