• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Taurus

ବୃଷ

Friday 09 Dec 2022

କୃତିକା  - ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ । ବ୍ୟବସାୟରେ ତ୍ୱରିତ ନିଷ୍ପତ୍ତି ଲାଭପ୍ରଦ ହେବ।
ରୋହିଣୀ –  ଛାତ୍ରଛାତ୍ରୀ  କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । ବ୍ୟବସାୟୀମାନେ ମୂଳ ଧନରୁ କ୍ଷତି କରିପାରନ୍ତି। 
ମୃଗଶିରା – ବରିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ ।

ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :