• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Aquarius

କୁମ୍ଭ

Friday 09 Dec 2022

ଧନିଷ୍ଠା – ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ଶତଭିଷା – ଚାକିରିଆ ମାନେ ଉପରିସ୍ଥମାନଙ୍କର  ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ ।
ପୂ , ଭାଦ୍ରପଦ  – ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ରୋଜଗାର ନଥିବା ବ୍ୟକ୍ତିଙ୍କୁ ରୋଜଗାରର ସୁଯୋଗ ମିଳିବ

ପ୍ରତିକାର – କଳା ରାଶିକୁ ପିମ୍ପୁଡିକୁ ଖାଇବାକୁ  ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :