• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Pisces

ମୀନ

Friday 09 Dec 2022

ପୂ , ଭାଦ୍ରପଦ - ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ ।
ଉ , ଭଦ୍ରପଦ - ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ।
ରେବତୀ – ଆକସ୍କିକ ବିପଦ ଦେଖାଦେଇ ପାରେ । ସଂଚାର କ୍ଷେତ୍ରରେ  ବ୍ୟକ୍ତିଙ୍କୁ ଲାଭ ମିଳିବ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :