• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Gemini

ମିଥୁନ

Friday 09 Dec 2022

ମୃଗଶିରା  -ମନରେ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତ୍ତୃପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ପାରନ୍ତି ।
ଆଦ୍ରା -  ବନ୍ଧୁମାନଙ୍କ  ସହିତ ସମୟ ଅତିବାହିତ କରିବେ । ଅଫିସ୍‌ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ।
ପୁନର୍ବସୁ - ସାଙ୍ଗଠନିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି । ଆଇନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :