• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Dec 2022: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ, ଦୁର୍ଘଟଣା ଘଟିପାରେ...

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ଚନ୍ଦ୍ର  – ମିଥୁନ ଅହୋରାତ୍ର ତିଥି- ପ୍ରତିପଦ ଦିବା ୧୧/୩୪ ଗତେ ୨ୟା ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବିଛା, ଧନୁ, ମୀନ ପୁଷ୍କର ଦୋଷ– ଦିବା ୧୧/୩୪ ଗତେ ୧ପାଦ ପଶୁସମ୍ପଦ ନାଶ- ଅନ୍ନଦାନ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Cancer

କର୍କଟ

Friday 09 Dec 2022

ପୁନର୍ବସୁ -  ପ୍ରେମ ପ୍ରସଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡ଼କ ଦୁର୍ଘଟଣା ହୋଇପାରେ । ବ୍ୟବସାୟରେ ପ୍ରଚୁର ଲାଭ ମିଳିବ।
ପୁଷ୍ୟା – ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚାକିରିରେ କିଛି ପରିବର୍ତ୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ।
ଅଶ୍ଳେଷା -  ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।  ବାରମ୍ବାର ସ୍ୱାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ  ହେବ।

ପ୍ରତିକାର – ମା’  ଭୂବନେଶୂରୀଙ୍କ  ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :